Genesis 4:22 — Compare Translations
5 translations compared side by side
Odia - 1840
"ସିଲ୍ଲାର ଗର୍ଭରୁ ତୁବଲ-କଯିନ ଜନ୍ମ ହେଲା। ସେ ପିତ୍ତଳ ଓ ଲୌହର ନାନାପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା। ତୁବଲ-କଯିନର ନଯମା ନାମ୍ନୀ ଏକ ଭଉଣୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିଲ୍ଲାର ଗର୍ଭରେ ତୁବଲ-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସିଲ୍ଲାର ଗର୍ଭରୁ ତୁବଲ-କୟିନ ଜନ୍ମ ହେଲା। ସେ ପିତ୍ତଳ ଓ ଲୌହର ନାନାପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା। ତୁବଲ-କୟିନର ନୟମା ନାମ୍ନୀ ଏକ ଭଉଣୀ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିଲ୍ଲାର ଗର୍ଭରେ ତୁବଲ୍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସିଲ୍ଲାର ଗର୍ଭରେ ତୁବଲ୍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।