Genesis 4:23 — Compare Translations

5 translations compared side by side

Odia - 1840
"ଲମେକ ତା'ର ସ୍ତ୍ରୀକୁ କହିଲା, ହେ ଆଦା ଓ ସିଲ୍ଲା, ମାେ କଥା ଶୁଣ! ହେ ଲମେକର ସ୍ତ୍ରୀଗଣ ତୁମ୍ଭମାନେ ମାେ କଥା ଶୁଣ ଜଣେ ଲୋକ ମାେତେ ଆଘାତ ଦଲୋ ତେଣୁ ମୁଁ ତାକୁ ମାରିଦଲେି। ଜଣେ ଶିଶୁ ମାେତେ ପ୍ରହାର କଲା ତେଣୁ ମୁଁ ତାକୁ ମାରିଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଲେମକ ତା’ର ସ୍ତ୍ରୀମାନଙ୍କୁ କହିଲା, “ହେ ଆଦା ଓ ସିଲ୍ଲା, ମୋ’ କଥା ଶୁଣ! ହେ ଲେମକର ସ୍ତ୍ରୀଗଣ, ତୁମ୍ଭେମାନେ ମୋ’ କଥା ଶୁଣ, ଜଣେ ଲୋକ ମୋତେ ଆଘାତ ଦେଲା ତେଣୁ ମୁଁ ତାକୁ ମାରିଦେଲି। ଜଣେ ଶିଶୁ ମୋତେ ପ୍ରହାର କଲା ତେଣୁ ମୁଁ ତାକୁ ମାରିଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;