Genesis 4:24 — Compare Translations
5 translations compared side by side
Odia - 1840
"ଯବେେ କଯିନର ହତ୍ଯାର ପ୍ରତି ଶାଧେ ବହୁତ ହବେ। ତବେେ ମାେତେ ହତ୍ଯା କରିବାର ଦଣ୍ଡ ତା'ଠାରୁ ଅନକେ ଗୁଣ ରେ କଠାେର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେବେ କୟିନର ହତ୍ୟାର ପ୍ରତିଶୋଧ ବହୁତ ହେବ। ତେବେ ମୋତେ ହତ୍ୟା କରିବାର ଦଣ୍ଡ ତା’ଠାରୁ ଅନେକ ଗୁଣରେ କଠୋର ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି କୟିନର ବଧର ପ୍ରତିଫଳ ସାତ ଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”
Odia IRV 2017 (ଓଡିଆ ବାଇବେଲ)
ଯଦି କୟିନର ବଧର ପ୍ରତିଫଳ ସାତଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”