Genesis 4:25 — Compare Translations
5 translations compared side by side
Odia - 1840
"ଆଦମ ପୁନର୍ବାର ତା'ର ସ୍ତ୍ରୀ ହବା ସହିତ ସହବାସ କଲା ଏବଂ ପୁଣି ସେ ଅନ୍ୟ ଏକ ପୁତ୍ର ସନ୍ତାନ ପ୍ରସବ କଲା, ଏବଂ ତାକୁ ଶେଥ ବୋଲି ଡ଼ାକିଲା। ହବା କହିଲେ, ପରମେଶ୍ବର ହବେଲର ପ୍ରତି ବଦଳ ରେ ଆଉ ଗୋଟିଏ ପୁତ୍ର ଦଇେଛନ୍ତି, କାରଣ କଯିନ ତାହାଙ୍କୁ ହତ୍ଯା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରୁ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରନିନିଧି) ଦେଲେ; ଯେହେତୁ ସେ କହିଲେ, ପରମେଶ୍ଵର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଦମ ଏବଂ ହବାଙ୍କର ଅନ୍ୟ ଏକ ପୁତ୍ର ଆଦମ ପୁନର୍ବାର ତା’ର ସ୍ତ୍ରୀ ହବା ସହିତ ସହବାସ କଲା ଏବଂ ପୁଣି ସେ ଅନ୍ୟ ଏକ ପୁତ୍ର ସନ୍ତାନ ପ୍ରସବ କଲା, ତାକୁ ଶେଥ ବୋଲି ଡାକିଲା। ହବା କହିଲା, “ପରମେଶ୍ୱର ହେବଲର ପ୍ରତିବଦଳରେ ଆଉ ଗୋଟିଏ ପୁତ୍ର ଦେଇଛନ୍ତି, କାରଣ କୟିନ ତାହାକୁ ହତ୍ୟା କଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
Odia IRV 2017 (ଓଡିଆ ବାଇବେଲ)