Genesis 4:26 — Compare Translations

5 translations compared side by side

Odia - 1840
"ଶେଥର ଏକ ପୁତ୍ର ଥିଲା, ସେ ତା'ର ନାମ ଦଇେଥିଲେ ଈନୋଶ। ଏହି ସମୟରେ ମନୁଷ୍ଯମାନେ ସଦାପ୍ରଭୁଙ୍କର ପ୍ରାର୍ଥନା କରିବାକୁ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା । ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶେଥର ଏକ ପୁତ୍ର ଥିଲା, ସେ ତା’ର ନାମ ଈନୋଶ ଦେଇଥିଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାକୁ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।