Genesis 4:3 — Compare Translations

5 translations compared side by side

Odia - 1840
"କିଛି ସମୟ ପରେ, କଯିନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଭୂଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମ୍ୟୁତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ହତ୍ୟା କିଛି ସମୟ ପରେ, କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲା ଏବଂ ହେବଲ ନିଜର ପ୍ରଥମଜାତ ମେଷ ଆଣିଲା ଏବଂ ସେମାନଙ୍କର ସର୍ବୋତ୍ତମ ଅଂଶ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲକୁ ଓ ତାହାର ନୈବେଦ୍ୟକୁ ଗ୍ରହଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।