Genesis 4:5 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ କଯିନଙ୍କୁ ଓ ତାଙ୍କର ନବୈେଦ୍ଯକୁ ଗ୍ରହଣ କଲେ ନାହିଁ। ଏଣୁ କଯିନ ବହୁତ କୋରଧ ଏବଂ ଦୁଃଖ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ । ଏହେତୁ କୟିନ ଅତି କ୍ରୋଧ କରି ଅଧୋମୁଖ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ କୟିନକୁ ଓ ତାହାର ନୈବେଦ୍ୟକୁ ଗ୍ରହଣ କଲେ ନାହିଁ। ଏଣୁ କୟିନ ବହୁତ କ୍ରୋଧ ଏବଂ ଦୁଃଖ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।