Genesis 4:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କଯିନକୁ ପଚ଼ାରିଲେ, କାହିଁକି ତୁମ୍ଭେ କୋରଧ କରିଅଛ? ତୁମ୍ଭେ କାହିଁକି ଦୁଃଖ କରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଅଧୋମୁଖ ହେଉଅଛ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୟିନକୁ ପଗ୍ଭରିଲେ, “କାହିଁକି ତୁମ୍ଭେ କ୍ରୋଧ କରୁଅଛ? ତୁମ୍ଭେ କାହିଁକି ଦୁଃଖ କରୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଦୁଃଖିତ ହେଉଅଛ?
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଦୁଃଖିତ ହେଉଅଛ?