Genesis 4:7 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯଦି ଠିକ୍ ବିଷଯ କରିବ, ତବେେ ମୁଁ ତୁମ୍ଭକୁ ଗ୍ରହଣ କରିବି। ଯଦି ତୁମ୍ଭେ ଭୁଲ କର ତବେେ ତାହା ପାପ ହବେ। ପାପ ଏକ ପ୍ରାଣୀପରି, ତୁମ୍ଭ ଦ୍ବାରା ସମ୍ମୁଖ ରେ ନଇଁ କରି ତୁମ୍ଭ ଉପରେ ଝାମ୍ପମାରି ଧରିବାକୁ ଅପେକ୍ଷା କରିଅଛ। ତୁମ୍ଭେ ନିଶ୍ଚଯ ତା' ଉପରେ ରାଜତ୍ବ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ଵମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ଵାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ଵ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଦି ଠିକ୍ ବିଷୟ କରିବ, ତେବେ ମୁଁ ତୁମ୍ଭକୁ ଗ୍ରହଣ କରିବି। ଯଦି ତୁମ୍ଭେ ଭୁଲ୍ କର ତେବେ ତାହା ପାପ ହେବ। ପାପ ଏକ ପ୍ରାଣୀ ପରି, ତୁମ୍ଭ ଦ୍ୱାର ସମ୍ମୁଖରେ ନଇଁ କରି ତୁମ୍ଭ ଉପରେ ଝାମ୍ପମାରି ଧରିବାକୁ ଅପେକ୍ଷା କରିଅଛି। ତୁମ୍ଭେ ନିଶ୍ଚୟ ତା’ ଉପରେ ରାଜତ୍ୱ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
Odia IRV 2017 (ଓଡିଆ ବାଇବେଲ)
ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”