Genesis 4:8 — Compare Translations
5 translations compared side by side
Odia - 1840
"କଯିନ ତା'ର ଭାଇ ହବେଲକୁ କହିଲା, ଚ଼ାଲ କ୍ଷତକେୁ ୟିବା। ତେଣୁ କଯିନ ଏବଂ ହବେଲ କ୍ଷତକେୁ ବାହାରି ଗଲେ। ଏହାପରେ କଯିନ ହବେଲକୁ ଆକ୍ରମଣ କରି ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ । ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କୟିନ ତା’ର ଭାଇ ହେବଲକୁ କହିଲା, “ଗ୍ଭଲ କ୍ଷେତକୁ ଯିବା।” ତେଣୁ କୟିନ ଏବଂ ହେବଲ କ୍ଷେତକୁ ବାହାରି ଗଲେ। ଏହା ପରେ କୟିନ ହେବଲକୁ ଆକ୍ରମଣ କରି ହତ୍ୟା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।