Genesis 4:9 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ କଯିନକୁ କହିଲେ, ତୁମ୍ଭର ଭାଇ ହବେଲ କେଉଁଠି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ କୟିନଙ୍କୁ ପଚାରିଲେ, ତୁମ୍ଭ ଭାଇ ହେବଲ କେଉଁଠାରେ? ସେ କହିଲେ, ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ତୁମ୍ଭର ଭାଇ ହେବଲ କେଉଁଠି?” କୟିନ ଉତ୍ତର ଦେଲା, “ମୁଁ ଜାଣେ ନାହିଁ, ଏହା କ’ଣ ମୋର କାମ ଯେ ମୋର ଭାଇର ମୁଁ ଯତ୍ନ ନେବି ଓ ଜଗି ରହିବି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ?”