Genesis 40:1 — Compare Translations
5 translations compared side by side
Odia - 1840
"କିଛି ଦିନପରେ ମିସ୍ରୀଯ ରାଜାଙ୍କର ପାନପତ୍ର ବାହକ ଓ ସୂପକାର ଆପଣାମାନଙ୍କର ମୂନିବ ମିଶ୍ରୀଯ ରାଜାଙ୍କୁ ଅସନ୍ତୁଷ୍ଟ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ ଘଟଣା ଉତ୍ତାରେ ମିସ୍ରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସ୍ରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଦୁଇଟି ସ୍ୱପ୍ନକୁ ବ୍ୟାଖ୍ୟା କଲେ କିଛିଦିନ ପରେ ମିସ୍ରୀୟ ରାଜାଙ୍କର ପାନପତ୍ରବାହକ ଓ ସୂପକାର ଆପଣାମାନଙ୍କର ମୁନିବ ମିସ୍ରୀୟ ରାଜାଙ୍କୁ ଅସନ୍ତୁଷ୍ଟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ଘଟଣା ଉତ୍ତାରେ ମିସରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିସବୁ ଘଟଣା ଉତ୍ତାରେ ମିସ୍ରୀୟ ରାଜାଙ୍କର ପାନପାତ୍ର ବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସ୍ରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ।