Genesis 40:12 — Compare Translations
5 translations compared side by side
Odia - 1840
"ତହିଁରେ ଯୋଷଫେ ତାଙ୍କୁ କହିଲେ, ଏହାର ଅର୍ଥ ଏହି, ସହେି ତିନି ଶାଖା ରେ ତିନିଦିନ ବୁଝାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋଷେଫ ତାହାକୁ କହିଲେ, ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଯୋଷେଫ ତାକୁ କହିଲେ, “ଏହାର ଅର୍ଥ ଏହି, ସେହି ତିନି ଶାଖା ତିନି ଦିନ ବୁଝାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।”