Genesis 40:13 — Compare Translations

5 translations compared side by side

Odia - 1840
"ଦିନିଦିନ ମଧିଅରେ ଫାରୋ ତୁମ୍ଭର ସମ୍ତକ ଉଠାଇ ତୁମ୍ଭକୁ ନିଜ ପଦ ରେ ପୁନ୍ନର୍ବାର ନିୟୁକ୍ତ ଦବେେ। ତହି ରେ ତୁମ୍ଭେ ପୂର୍ବପରି ପାନପାତ୍ର ବାହକ ହାଇେ ପୁନ୍ନର୍ବର ଫାରୋଙ୍କ ହସ୍ତ ରେ ପାନପାତ୍ର ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତି ଦେବେ। ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କ ହସ୍ତରେ ପାନପାତ୍ର ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବ ପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।
Odia IRV 2017 (ଓଡିଆ ବାଇବେଲ)
ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବପରି ପାନପାତ୍ର ବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।