Genesis 40:14 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭର ମଙ୍ଗଳ ହେଲେ ମାେତେ ସ୍ମରଣ କରିବ। ପୁଣି ମାେ ପ୍ରତି ଦୟାକରି ଫାରୋଙ୍କ ଛାମୁ ରେ ମାେ ବିଷଯ କହି ମାେତେ ଏହି କାରାଗାରରୁ ମୁକ୍ତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭର ମଙ୍ଗଳ ହେଲେ ମୋତେ ସ୍ମରଣ କରିବ। ପୁଣି ମୋ’ ପ୍ରତି ଦୟାକରି ଫାରୋଙ୍କ ଛାମୁରେ ମୋ’ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି, ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି, ମୋ’ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋ’ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।