Genesis 40:15 — Compare Translations
5 translations compared side by side
Odia - 1840
"କାରଣ ଏବ୍ରୀଯମାନଙ୍କ ଦେଶରୁ ଲୋକମାନେ ମାେତେ ବଳପୂର୍ବକ ଅପହରଣ କରିଛନ୍ତି। ପୁଣି ଏ ସ୍ଥାନ ରେ ମଧ୍ଯ ମୁଁ କିଛି କରିନାହିଁ। ତଥାପି ସମାନେେ ମାେତେ ଏହି ଗହ୍ବର ରେ ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତା; ଚୋରି କରି ଆଣିଅଛନ୍ତି; ପୁଣି ଏ ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ବଳପୂର୍ବକ ଅପହରଣ କରିଛନ୍ତି। ପୁଣି ଏ ସ୍ଥାନରେ ମଧ୍ୟ ମୁଁ କିଛି ଭୁଲ୍ କରି ନାହିଁ। ତଥାପି ସେମାନେ ମୋତେ ଏହି ଗହ୍ୱରରେ ପକାଇଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତାନ୍ତ ଚୋରି କରି ଆଣିଅଛନ୍ତି; ପୁଣି, ଏହି ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତାନ୍ତ ଚୋରି କରି ଆଣିଅଛନ୍ତି; ପୁଣି, ଏହି ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।