Genesis 40:16 — Compare Translations
5 translations compared side by side
Odia - 1840
"ପ୍ରଧାନ ରୋଟୀ ବନଇବୋ ବ୍ଯକ୍ତି ଦେଖିଲା ଅନ୍ୟ ଭୃତ୍ଯର ସ୍ବପ୍ନର ଉତ୍ତର ଅର୍ଥ ଥିଲା। ତେଣୁ ସୂପକାର ଯୋଷଫେକୁ କହିଲା, ମୁଁ ମଧ୍ଯ ଏକ ସ୍ବପ୍ନ ଦେଖିଲି। ମାରେ ସ୍ବପ୍ନ ରେ ମାେ ମସ୍ତକ ଉପରେ ତିନୋଟି ଶୀଷା ଡ଼ାଲା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, ମୁଁ ମଧ୍ୟ ସ୍ଵପ୍ନ ଦେଖିଅଛି; ଦେଖ, ମୋʼ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା ।
Odia Bible ERV 2004 (ପବିତ୍ର ବାଇବଲ)
ସୂପକାରର ସ୍ୱପ୍ନ ପ୍ରଧାନ ସୂପକାର ଦେଖିଲା ଅନ୍ୟ ଭୃତ୍ୟର ସ୍ୱପ୍ନର ଉତ୍ତରଟି ଉତ୍ତମ ଅର୍ଥ ଥିଲା। ତେଣୁ ସୂପକାର ଯୋଷେଫକୁ କହିଲା, “ମୁଁ ମଧ୍ୟ ଏକ ସ୍ୱପ୍ନ ଦେଖିଲି। ମୋର ସ୍ୱପ୍ନରେ ମୋ’ ମସ୍ତକ ଉପରେ ତିନୋଟି ଶୀଷା ଡାଲା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, “ମୁଁ ମଧ୍ୟ ସ୍ୱପ୍ନ ଦେଖିଅଛି; ଦେଖ, ମୋʼ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, “ମୁଁ ମଧ୍ୟ ସ୍ୱପ୍ନ ଦେଖିଅଛି; ଦେଖ, ମୋ’ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା।