Genesis 40:17 — Compare Translations
5 translations compared side by side
Odia - 1840
"ସ୍ବର୍ଗ ଉପରେ ଡ଼ାଲା ରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ସକୋ ହବୋ ଜିନିଷ ଥିଲା। ଆଉ ପକ୍ଷୀଗଣ ଆସି ମାେ ମସ୍ତକର ଡ଼ାଲାରୁ ତାହା ଖାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ଵାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସବା ଉପରେ ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ସେକା ହେବା ଜିନିଷ ଥିଲା। ଆଉ ପକ୍ଷୀଗଣ ଆସି ମୋ’ ମସ୍ତକର ଡାଲାରୁ ତାହା ଖାଇଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।”
Odia IRV 2017 (ଓଡିଆ ବାଇବେଲ)
ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।”