Genesis 40:2 — Compare Translations

5 translations compared side by side

Odia - 1840
"ତହିଁରେ ଫା ରେ ଏଇ ଦୁଇଟି ସବେକଙ୍କ ପ୍ରତି କୋର୍ଧିତ ଥିଲେ, ରାଜାଙ୍କର ମୂଖ୍ଯ ପାନପାତ୍ର ବାହାକ ଓ ମୁଖ୍ଯ ସୂପକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ରବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ,
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଫାରୋ ଏଇ ଦୁଇଟି ସେବକଙ୍କ ପ୍ରତି କ୍ରୋଧିତ ଥିଲେ, ରାଜାଙ୍କର ମୂଖ୍ୟ ପାନପାତ୍ର ବାହାକ ଓ ମୁଖ୍ୟ ସୂପକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ରବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ର ବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ,