Genesis 40:20 — Compare Translations
5 translations compared side by side
Odia - 1840
"ଏହାପରେ ତୃତୀୟ ଦିନ ରେ ଫାରୋଙ୍କର ଜନ୍ମ ଦିନ ଉପସ୍ଥିତ ହବୋରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜନ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତ ରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ । ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ରବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କୁ ଭୂଲିଗଲେ ଏହା ପରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜନ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ରବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମ ଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।