Genesis 40:21 — Compare Translations

5 translations compared side by side

Odia - 1840
"ଠିକ୍ ସହେିପରି ଯୋଷଫେ ତା'ର ସ୍ବପ୍ନର ଅର୍ଥ ବିଷଯ ରେ ଫାରୋ ମୂଖ୍ଯ ପାନପାତ୍ର ବାହକକୁ ତାହାର ନିଜ ପଦ ରେ ପୁନ୍ନର୍ବାର ନିୟୁକ୍ତ କଲେ। ତହିଁରେ ସେ ଫାରୋଙ୍କର ହସ୍ତ ରେ ପାନପାତ୍ର ଦବୋକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ରବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ଯୋଷେଫ ତା’ର ସ୍ୱପ୍ନର ଅର୍ଥ ବିଷୟରେ କହିଥିଲେ, ସେହିପରି ଫାରୋ, ମୂଖ୍ୟ ପାନପାତ୍ରବାହକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ। ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ର ବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ର ବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।