Genesis 40:23 — Compare Translations
5 translations compared side by side
Odia - 1840
"ତଥାପି ପ୍ରଧାନ ପାନପାତ୍ର ବାହକ ଯୋଷଫଙ୍କେୁ ସ୍ମରଣ କଲା ନାହିଁ। ସେ ଯୋଷଫଙ୍କେ କଥା ଭୁଲି ୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ପକାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ। ସେ ଯୋଷେଫଙ୍କ କଥା ଭୁଲି ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ଗଲା।
Odia IRV 2017 (ଓଡିଆ ବାଇବେଲ)
ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ଗଲା।