Genesis 40:4 — Compare Translations

5 translations compared side by side

Odia - 1840
"ଯେତବେେଳେ ପ୍ରହରୀମାନଙ୍କର ଅଧିନାଯକ ଯୋଷଫଙ୍କେୁ ତତ୍ତ୍ବାବଧାନ ରେ ରଖିଲେ, ଯୋଷଫେ ସମାନଙ୍କେର ତତ୍ତ୍ବାବଧାନ କଲେ ଓ ଯୋଗ ଦେଲେ। ଏହି ପ୍ରକା ରେ ସମାନେେ ବହୁଦିନ କାରାଗାର ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ଵାବଧାରଣ କରିବାକୁ ଲାଗିଲେ । ଏହି ପ୍ରକାରେ ସେମାନେ କିଛିଦିନ କାରାଗାରରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ପ୍ରହରୀମାନଙ୍କର ଅଧିନାୟକ ଯୋଷେଫଙ୍କୁ ତତ୍ତ୍ୱାବଧାନରେ ରଖିଲେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାନ କଲେ ଓ ଯୋଗ ଦେଲେ। ଏହି ପ୍ରକାରେ ସେମାନେ ବହୁ ଦିନ କାରାଗାରରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛି ଦିନ କାରାଗାରରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛିଦିନ କାରାଗାରରେ ରହିଲେ।