Genesis 40:5 — Compare Translations

5 translations compared side by side

Odia - 1840
"ଏକ ରାତି ରେ ଉଭୟ ବନ୍ଦୀ ଦୁଇଜଣ ସ୍ବପ୍ନ ଦେଖିଲେ। ସହେି ଦୁଇଜଣ ବନ୍ଦୀ ମିଶର ରେ ରାଜାଙ୍କର ପାନପାତ୍ର ବାହକ ଓ ସ୍ବପକାର। ପ୍ରେତ୍ୟକକ ଏକ ସ୍ବପ୍ନ ଦେଖିଲେ ଓ ପ୍ରେତ୍ୟକକ ସ୍ବପ୍ନର ଅର୍ଥ ଭିନ୍ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମିସ୍ରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ଵପ୍ନ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ରାତିରେ ଦୁଇ ଜଣ ବନ୍ଦୀ ସ୍ୱପ୍ନ ଦେଖିଲେ। ସେହି ଦୁଇଜଣ ବନ୍ଦୀ ମିଶରର ରାଜାଙ୍କର ପାନପାତ୍ରବାହକ ଓ ସୂପକାର। ଉଭୟେ ଏକ ସ୍ୱପ୍ନ ଦେଖିଲେ ଓ ଉଭୟଙ୍କ ସ୍ୱପ୍ନର ଅର୍ଥ ଭିନ୍ନଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମିସରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇ ଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ୱପ୍ନ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମିସ୍ରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ୱପ୍ନ ଦେଖିଲେ।