Genesis 40:6 — Compare Translations
5 translations compared side by side
Odia - 1840
"ଯୋଷଫେ ପ୍ରଭାତ ରେ ଦାଙ୍କ ନିକଟକୁ ଯାନ୍ତେ, ଯୋଷଫେ ଦେଖିଲେ ସହେି ଦୁଇ ବନ୍ଦୀ ଭାରି ବ୍ଯସ୍ତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋଷେଫ ପ୍ରଭାତରେ ସେମାନଙ୍କ ନିକଟକୁ ଆସିବା ବେଳେ ସେମାନଙ୍କୁ ବିଷଣ୍ଣ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ପ୍ରଭାତରେ ଦାଙ୍କ ନିକଟକୁ ଯା’ନ୍ତେ, ଯୋଷେଫ ଦେଖିଲେ ସେହି ଦୁଇ ବନ୍ଦୀ ଭାରି ବ୍ୟସ୍ତ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋଷେଫ ପ୍ରଭାତରେ ସେମାନଙ୍କ ନିକଟକୁ ଆସିବା ବେଳେ ସେମାନଙ୍କୁ ବିଷଣ୍ଣ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋଷେଫ ପ୍ରଭାତରେ ସେମାନଙ୍କ ନିକଟକୁ ଆସିବା ବେଳେ ସେମାନଙ୍କୁ ବିଷଣ୍ଣ ଦେଖିଲେ।