Genesis 40:8 — Compare Translations
5 translations compared side by side
Odia - 1840
"ସହେି ଦୁଇ ବନ୍ଦୀ ଉତ୍ତର ଦେଲେ, ଆମ୍ଭେ କାଲି ରାତି ରେ ସ୍ବପ୍ନ ଦେଖିଲୁ। କିନ୍ତୁ ତାହା ବୁଝି ପାରୁନାହୁଁ। ସହେି ସ୍ବପ୍ନର ବ୍ଯାଖ୍ଯା କରିବାକୁ କହେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କହିଲେ, ଆମ୍ଭେମାନେ ସ୍ଵପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ । ତେବେ ଯୋଷେଫ ସେମାନଙ୍କୁ କହିଲେ, ଅର୍ଥଜ୍ଞାନ କି ପରମେଶ୍ଵରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ଵପ୍ନ ମୋତେ କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଇ ବନ୍ଦୀ ଉତ୍ତର ଦେଲେ, “ଆମ୍ଭେ କାଲି ରାତିରେ ସ୍ୱପ୍ନ ଦେଖିଲୁ, କିନ୍ତୁ ତାହା ବୁଝି ପାରୁ ନାହୁଁ। ସେହି ସ୍ୱପ୍ନର ବ୍ୟାଖ୍ୟା କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱର ଜଣେ ଯେ କି ସ୍ୱପ୍ନ ବୁଝିପାରନ୍ତି ଏବଂ ବ୍ୟାଖ୍ୟା ବି କରି ପାରନ୍ତି। ତେଣୁ ମୁଁ ତୁମ୍ଭକୁ ଅନୁରୋଧ କରୁଛି ସେହି ସ୍ୱପ୍ନ ବିଷୟରେ ଆମ୍ଭକୁ କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”