Genesis 41:1 — Compare Translations

5 translations compared side by side

Odia - 1840
"ଦୁଇବର୍ଷ ପରେ ଫାରୋ ଏକ ସ୍ବପ୍ନ ଦେଖିଲେ। ସେ ସ୍ବପ୍ନ ରେ ଦେଖିଲେ ଯେ, ସେ ନୀଳ ନଦୀ କୂଳ ରେ ଛିଡ଼ା ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ଵପ୍ନ ଦେଖିଲେ; ଦେଖ, ସେ ନଦୀ କୂଳରେ ଠିଆ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋଙ୍କର ସ୍ୱପ୍ନ ଦୁଇ ବର୍ଷ ପରେ ଫାରୋ ଏକ ସ୍ୱପ୍ନ ଦେଖିଲେ। ସେ ସ୍ୱପ୍ନରେ ଦେଖିଲେ ଯେ, ସେ ନୀଳ ନଦୀ କୂଳରେ ଛିଡ଼ା ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ୱପ୍ନ ଦେଖିଲେ; ଦେଖ, ସେ ନୀଳ ନଦୀ କୂଳରେ ଠିଆ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ୱପ୍ନ ଦେଖିଲେ; ଦେଖ, ସେ ନୀଳ ନଦୀ କୂଳରେ ଠିଆ ହୋଇଅଛନ୍ତି।