Genesis 41:10 — Compare Translations
5 translations compared side by side
Odia - 1840
"ଆପଣ ମାେ ପ୍ରତି କୋର୍ଧିତ ହାଇେ ଏବଂ ପ୍ରଧାନ ରୋଟୀବାଲା ଓ ଆମ୍ଭମାନଙ୍କୁ କାରାବାସ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫାରୋ ଆପଣା ଦାସ ମୋʼ ପ୍ରତି ଓ ପ୍ରଧାନ ସୂପକାର ପ୍ରତି କ୍ରୋଧାନ୍ଵିତ ହୋଇ ଆମ୍ଭମାନଙ୍କୁ ରକ୍ଷକ ସୈନ୍ୟାଧିପତିର କାରାଗାରରେ ବନ୍ଦ କରି ରଖିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣ ମୋ’ ପ୍ରତି କ୍ରୋଧିତ ହୋଇ ଏବଂ ପ୍ରଧାନ ସୂପକାର ଓ ଆମ୍ଭମାନଙ୍କୁ କାରାବାସ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫାରୋ ଆପଣା ଦାସ ମୋʼ ପ୍ରତି ଓ ପ୍ରଧାନ ସୂପକାର ପ୍ରତି କ୍ରୋଧାନ୍ୱିତ ହୋଇ ଆମ୍ଭମାନଙ୍କୁ ରକ୍ଷକ ସୈନ୍ୟାଧିପତିର କାରାଗାରରେ ବନ୍ଦ କରି ରଖିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଫାରୋ ଆପଣା ଦାସ ମୋ’ ପ୍ରତି ଓ ପ୍ରଧାନ ସୂପକାର ପ୍ରତି କ୍ରୋଧାନ୍ୱିତ ହୋଇ ଆମ୍ଭମାନଙ୍କୁ ରକ୍ଷକ ସୈନ୍ୟାଧିପତିର କାରାଗାରରେ ବନ୍ଦ କରି ରଖି ଥିଲେ।