Genesis 41:13 — Compare Translations

5 translations compared side by side

Odia - 1840
"ସେ ଆମ୍ଭମାନଙ୍କୁ ଯାହା ସବୁ କହିଥିଲଲେ ତାହା ସତ୍ଯ ହେଲା। ସେ କହିଥିଲେ ମୁଁ ମୁକ୍ତ ହବେି ଏବଂ ମାରେ କର୍ମ ରେ ନିୟୁକ୍ତ ହବେି। ଏବଂ ସହେିପରି ହେଲା। ସେ କହିଥିଲେ ସୂପକାର ମରିବ। ସେ ମଧ୍ଯ ମଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଆମ୍ଭ ଦୁହିଁଙ୍କି ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆମ୍ଭମାନଙ୍କୁ ଯାହାସବୁ କହିଥିଲେ ତାହା ସତ୍ୟ ହେଲା। ସେ କହିଥିଲେ ମୁଁ ମୁକ୍ତ ହେବି ଏବଂ ମୋର କର୍ମରେ ନିଯୁକ୍ତ ହେବି। ଠିକ୍ ସେହିପରି ହେଲା। ସେ କହିଥିଲେ ସୂପକାର ମରିବ। ସେ ମଧ୍ୟ ମଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଆମ୍ଭ ଦୁହିଁଙ୍କୁ ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଆମ୍ଭ ଦୁହିଁଙ୍କୁ ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା।”