Genesis 41:14 — Compare Translations
5 translations compared side by side
Odia - 1840
"ତେଣୁ ଫାରୋ ଯୋଷଫଙ୍କେୁ ବନ୍ଦୀଶାଳାରୁ ଡ଼କାଇଲେ। କାରାରକ୍ଷୀ ଯୋଷଫଙ୍କେୁ ଶୀଘ୍ର ବନ୍ଦୀଶାଳାରୁ ବାହାର କଲେ। ଯୋଷଫେ କ୍ଷୌର ହାଇେ ଉତ୍ତମ ବସ୍ତ୍ର ପରିଧାନ କଲେ। ଏହାପରେ ସେ ଫାରୋକୁ ଦଖାେ କରିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫଙ୍କୁ ଡକା ହେଲା ସ୍ୱପ୍ନର ଅର୍ଥ ବ୍ୟାଖ୍ୟା କରିବାକୁ ତେଣୁ ଫାରୋ ଯୋଷେଫଙ୍କୁ ବନ୍ଦୀଶାଳାରୁ ଡକାଇଲେ। କାରାରକ୍ଷୀ ଯୋଷେଫଙ୍କୁ ଶୀଘ୍ର ବନ୍ଦୀଶାଳାରୁ ବାହାର କଲେ। ଯୋଷେଫ କ୍ଷୌର ହୋଇ ଉତ୍ତମ ବସ୍ତ୍ର ପରିଧାନ କଲେ। ଏହା ପରେ ସେ ଫାରୋଙ୍କୁ ଦେଖା କରିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ।