Genesis 41:15 — Compare Translations
5 translations compared side by side
Odia - 1840
"ଫାରୋ ଯୋଷଫଙ୍କେୁ ପଚାରିଲେ, ମୁଁ ଏକ ସ୍ବପ୍ନ ଦେଖିଲି। କିନ୍ତୁ କୌଣସି ଲୋକ ଏହି ସ୍ବପ୍ନର ଅର୍ଥ କରିପାରୁ ନାହାଁନ୍ତି। ମୁଁ ଶୁଣିଲି ଯେ ତୁମ୍ଭେ ସ୍ବପ୍ନର ଅର୍ଥ କରି ପାରୁଛ। ଯଦି କହେି ତୁମ୍ଭକୁ ସ୍ବପ୍ନ ବିଷଯ ରେ କୁ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭେ ଗୋଟିଏ ସ୍ଵପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ଵପ୍ନ ଶୁଣିଲେ, ତହିଁର ଅର୍ଥ କରି ପାର ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ଯୋଷେଫଙ୍କୁ ପଗ୍ଭରିଲେ, “ମୁଁ ଏକ ସ୍ୱପ୍ନ ଦେଖିଲି। କିନ୍ତୁ କୌଣସି ଲୋକ ଏହି ସ୍ୱପ୍ନର ଅର୍ଥ କରି ପାରୁ ନାହାନ୍ତି। ମୁଁ ଶୁଣିଲି ଯେ, ଯଦି କେହି ତୁମ୍ଭକୁ ସ୍ୱପ୍ନ ବିଷୟରେ କୁହେ, ତେବେ ତୁମ୍ଭେ ସ୍ୱପ୍ନର ଅର୍ଥ କରି ପାରୁଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଗୋଟିଏ ସ୍ୱପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ୱପ୍ନ ଶୁଣିଲେ, ତହିଁର ଅର୍ଥ କରିପାର।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଗୋଟିଏ ସ୍ୱପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ୱପ୍ନ ଶୁଣିଲେ, ତହିଁର ଅର୍ଥ କରି ପାର।”