Genesis 41:16 — Compare Translations
5 translations compared side by side
Odia - 1840
"ଯୋଷଫେ ଉତ୍ତର ଦଲୋ, ମୁଁ ପାରିବି ନାହିଁ। କିନ୍ତୁ ହାଇପୋ ରେ ପରମେଶ୍ବର ଏହାର ଅର୍ଥ କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋଷେଫ କହିଲେ, ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ଵର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଉତ୍ତର ଦେଲେ, “ମୁଁ ପାରିବି ନାହିଁ। କିନ୍ତୁ ହୋଇପାରେ ପରମେଶ୍ୱର ଏହାର ଅର୍ଥ କରି ପାରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”