Genesis 41:17 — Compare Translations

5 translations compared side by side

Odia - 1840
"ଏହାପରେ ଫାରୋ ଯୋଷଫଙ୍କେୁ କହିଲେ, ମୁଁ ସ୍ବପ୍ନ ରେ ଦେଖିଲି ମୁଁ ନୀଳ ନଦୀ କୂଳ ରେ ଛିଡ଼ା ହାଇେଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, ଆମ୍ଭ ସ୍ଵପ୍ନରେ, ଦେଖ, ଆମ୍ଭେ ନଦୀ ତଟରେ ଠିଆ ହୋଇଥିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଫାରୋ ଯୋଷେଫଙ୍କୁ କହିଲେ, “ମୁଁ ସ୍ୱପ୍ନରେ ଦେଖିଲି, ମୁଁ ନୀଳ ନଦୀ କୂଳରେ ଛିଡ଼ା ହୋଇଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭ ସ୍ୱପ୍ନରେ, ଦେଖ, ଆମ୍ଭେ ନଦୀ ତଟରେ ଠିଆ ହୋଇଥିଲୁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭ ସ୍ୱପ୍ନରେ, ଦେଖ, ଆମ୍ଭେ ନଦୀ ତଟରେ ଠିଆ ହୋଇଥିଲୁ।”

Recommended Reading