Genesis 41:18 — Compare Translations
5 translations compared side by side
Odia - 1840
"ଏହାପରେ ସାତାଟେି ଗାଈ ନଦୀରୁ ବାହରି ଘାସ ଖାଇଲେ। ସମାନେେ ଦେଖିବାକୁ ସୁସ୍ଥ ସବଳ ଓ ସୁନ୍ଦର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସାତୋଟି ଗାଈ ନଦୀରୁ ବାହାରି ଘାସ ଖାଇଲେ। ସେମାନେ ଦେଖିବାକୁ ସୁସ୍ଥ ସବଳ ଓ ସୁନ୍ଦର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।