Genesis 41:2 — Compare Translations
5 translations compared side by side
Odia - 1840
"ସହେି ସ୍ବପ୍ନ ରେ ସାତଟି ଗାଈ ନଦୀ ମଧ୍ଯରୁ ବାହାରିଲେ ଏବଂ ସଠାେରେ ଘାସ ଚରିଲେ। ସମାନେେ ଦେଖିବାକୁ ହୃଷ୍ଟ ପୃଷ୍ଟ ଓ ସୁନ୍ଦର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ୱପ୍ନରେ ସାତୋଟି ଗାଈ ନଦୀ ମଧ୍ୟରୁ ବାହାରିଲେ ଏବଂ ସେଠାରେ ଘାସ ଚରିଲେ। ସେମାନେ ଦେଖିବାକୁ ହୃଷ୍ଟପୁଷ୍ଟ ଓ ସୁନ୍ଦର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।