Genesis 41:20 — Compare Translations
5 translations compared side by side
Odia - 1840
"ଏହାପରେ ସହେି ଦୁର୍ବଳ କୁତ୍ସିତ ଗାଈଗୁଡ଼ିକ ସହେି ସୁସ୍ଥବାନ ଗାଈଗୁଡ଼ିକୁ ଖାଇଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି କୃଶ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ଦୁର୍ବଳ କୁତ୍ସିତ ଗାଈଗୁଡ଼ିକ ସେହି ସୁସ୍ଥବାନ ଗାଈଗୁଡ଼ିକୁ ଖାଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି କ୍ଷୀଣ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି କ୍ଷୀଣ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ।