Genesis 41:21 — Compare Translations
5 translations compared side by side
Odia - 1840
"କିନ୍ତୁ ସମାନେେ ସହେିପରି ଦୁର୍ବଳ ଓ କୁତ୍ସିତ ଦଖାେ ଯାଉଥାନ୍ତି। ସମାନେେ ଖାଇ ସାରିବାପରେ ନଖାଇଲା ପରି ଦଖାେ ଯାଉଥିଲେ। ଏହି ସମୟରେ ମାରେ ନିଦ୍ରା ଭାଙ୍ଗିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଖାଇଲା ଉତ୍ତାରେ ସେମାନଙ୍କ ପେଟ ଖାଇଲା ପରି ଜଣାଗଲା ନାହିଁ; ସେମାନେ ପୂର୍ବ ପରି କୁତ୍ସିତ ରହିଲେ । ଏପରି ସମୟରେ ଆମ୍ଭର ନିଦ୍ରା ଭଙ୍ଗ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ସେମାନେ ସେହିପରି ଦୁର୍ବଳ ଓ କୁତ୍ସିତ ଦେଖା ଯାଉଥା’ନ୍ତି। ସେମାନେ ଖାଇ ସାରିବା ପରେ ନ ଖାଇଲା ପରି ଦେଖା ଯାଉଥିଲେ। ଏହି ସମୟରେ ମୋର ନିଦ୍ରା ଭାଙ୍ଗିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଖାଇଲା ଉତ୍ତାରେ ସେମାନଙ୍କ ପେଟ ଖାଇଲା ପରି ଜଣାଗଲା ନାହିଁ; ସେମାନେ ପୂର୍ବ ପରି କୁତ୍ସିତ ରହିଲେ। ଏପରି ସମୟରେ ଆମ୍ଭର ନିଦ୍ରା ଭଙ୍ଗ ହେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଖାଇଲା ଉତ୍ତାରେ ସେମାନଙ୍କ ପେଟ ଖାଇଲା ପରି ଜଣାଗଲା ନାହିଁ; ସେମାନେ ପୂର୍ବ ପରି କୁତ୍ସିତ ରହିଲେ। ଏପରି ସମୟରେ ଆମ୍ଭର ନିଦ୍ରା ଭଙ୍ଗ ହେଲା।