Genesis 41:22 — Compare Translations

5 translations compared side by side

Odia - 1840
"ପୁଣିଥରେ ସ୍ବପ୍ନ ରେ ମୁଁ ଦେଖିଲି, ଗୋଟିଏ ଶଣ୍ଢା ରେ ସାତଟି ପୁର୍ଣ୍ଣ ଓ ଉତ୍ତମ ଶୀଷା ବାହାରିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଆମ୍ଭେ ସ୍ଵପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ତାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଥରେ ସ୍ୱପ୍ନରେ ମୁଁ ଦେଖିଲି, ଗୋଟିଏ ଶଣ୍ଢାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶୀଷା ବାହାରିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆମ୍ଭେ ସ୍ୱପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ଢାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆମ୍ଭେ ସ୍ୱପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ଢାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା।