Genesis 41:25 — Compare Translations

5 translations compared side by side

Odia - 1840
"ଏହାପରେ ଯୋଷଫେ ଫାରୋଙ୍କୁ କହିଲେ, ସହେି ଦୁଇଟି ସ୍ବପ୍ନ ଏକା ପ୍ରକାର। ଯାହା ଶିଘ୍ର ଘଟିବାକୁ ଯାଉଛି ତାହା ପରମେଶ୍ବର ତୁମ୍ଭକୁ କହୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯୋଷେଫ ଫାରୋଙ୍କୁ କହିଲେ, ଫାରୋଙ୍କର ସ୍ଵପ୍ନ ଏକ; ପରମେଶ୍ଵର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ସେହି ସ୍ୱପ୍ନର ଅର୍ଥ ବ୍ୟାଖ୍ୟା କଲେ ଏହା ପରେ ଯୋଷେଫ ଫାରୋଙ୍କୁ କହିଲେ, “ସେହି ଦୁଇଟି ସ୍ୱପ୍ନ ଏକା ପ୍ରକାର। ଯାହା ଶୀଘ୍ର ଘଟିବାକୁ ଯାଉଛି ତାହା ପରମେଶ୍ୱର ଆପଣଙ୍କୁ କହୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯୋଷେଫ ଫାରୋଙ୍କୁ କହିଲେ, “ଫାରୋଙ୍କର ସ୍ୱପ୍ନ ଏକ; ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତେବେ ଯୋଷେଫ ଫାରୋଙ୍କୁ କହିଲେ, “ଫାରୋଙ୍କର ସ୍ୱପ୍ନ ଏକ; ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି।”