Genesis 41:29 — Compare Translations

5 translations compared side by side

Odia - 1840
"ଦେଖନ୍ତୁ ସମସ୍ତ ଦେଶ ରେ ସାତବର୍ଷ ମହା ସୁଭିକ୍ଷା ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖନ୍ତୁ, ସମସ୍ତ ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି।