Genesis 41:3 — Compare Translations
5 translations compared side by side
Odia - 1840
"ପୁଣି ସାତଟି ଦୁର୍ବଳ, ରୁଗ୍ଣ ଦଖାଯାେଉଥିବା ଗାଈ ନଦୀ ମଧ୍ଯରୁ ବାହରିଲେ। ଏବଂ ନଦୀ କୂଳ ରେ ସହେି ସ୍ବାସ୍ଥ୍ଯବାନ ଗାଈମାନଙ୍କ ପାଖ ରେ ଛିଡ଼ା ହେଲେ। କିନ୍ତୁ ସହେି ଗାଈଗୁଡ଼ିକ ଦୁର୍ବଳ ଓ ରୋଗୀଣା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟସାତୁଟା କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସାତୋଟି ଦୁର୍ବଳ, ରୁଗ୍ଣ ଦେଖାଯାଉଥିବା ଗାଈ ନଦୀ ମଧ୍ୟରୁ ବାହାରିଲେ। ଏବଂ ନଦୀ କୂଳରେ ସେହି ସ୍ୱାସ୍ଥ୍ୟବାନ ଗାଈମାନଙ୍କ ପାଖରେ ଛିଡ଼ା ହେଲେ। କିନ୍ତୁ ସେହି ଗାଈଗୁଡ଼ିକ ଦୁର୍ବଳ ଓ ରୋଗୀଣା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୋଟି କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୁଟା କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ।