Genesis 41:30 — Compare Translations
5 translations compared side by side
Odia - 1840
"କିନ୍ତୁ ତା'ପେଛ ସାତବର୍ଷ ଦୁର୍ଭିକ୍ଷ ପଡ଼ିବ। ସମସ୍ତ ସୁଭିକ୍ଷ ମିଶରଦେଶରୁ ବିସ୍ତୃତ ହବେ। ଦୁର୍ଭିକ୍ଷ ଦେଶକୁ ଧ୍ବଂସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ; ସମସ୍ତ ସୁଭିକ୍ଷ ମିସର ଦେଶରୁ ବିସ୍ମୃତ ହେବ; ଦୁର୍ଭିକ୍ଷ ଦେଶକୁ ଧ୍ଵଂସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତା’ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ। ସମସ୍ତ ସୁଭିକ୍ଷ ମିଶର ଦେଶରୁ ବିସ୍ମୃତ ହେବ। ଦୁର୍ଭିକ୍ଷ ଦେଶକୁ ଧ୍ୱଂସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ; ସମସ୍ତ ସୁଭିକ୍ଷ ମିସର ଦେଶରୁ ବିସ୍ମୃତ ହେବ; ଦୁର୍ଭିକ୍ଷ ଦେଶକୁ ଧ୍ୱଂସ କରିବ।
Odia IRV 2017 (ଓଡିଆ ବାଇବେଲ)
ତହିଁ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ; ସମସ୍ତ ସୁଭିକ୍ଷ ମିସର ଦେଶରୁ ବିସ୍ମୃତ ହେବ; ଦୁର୍ଭିକ୍ଷ ଦେଶକୁ ଧ୍ୱଂସ କରିବ।