Genesis 41:31 — Compare Translations

5 translations compared side by side

Odia - 1840
"ଲୋକମାନେ ଭୂଲିଯିବେ, କ'ଣ ତା' ପୂର୍ବରୁ ମିଶର ରେ ସୁର୍ଭିକ୍ଷ ଥିଲା। ପ୍ରଚୁର ପରିମାଣ ରେ ଖାଦ୍ୟ ମିଳୁଥିଲା ବୋଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପଶ୍ଚାଦ୍ବର୍ତ୍ତୀ ଦୁର୍ଭିକ୍ଷ ହେତୁରୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଭୂଲିଯିବେ ଯେ, ତା’ ପୂର୍ବରୁ ମିଶରରେ ସୁଭିକ୍ଷ ଥିଲା ବୋଲି। ପ୍ରଚୁର ପରିମାଣରେ ଖାଦ୍ୟ ମିଳୁଥିଲା ବୋଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପଶ୍ଚାଦ୍‍ବର୍ତ୍ତୀ ଦୁର୍ଭିକ୍ଷ ସକାଶୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପଶ୍ଚାଦ୍‍ବର୍ତ୍ତୀ ଦୁର୍ଭିକ୍ଷ ସକାଶୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ।