Genesis 41:32 — Compare Translations
5 translations compared side by side
Odia - 1840
"ଫାରୋ, ତୁମ୍ଭେ ଏକା ପ୍ରକାର ଦୁଇଟି ସ୍ବପ୍ନ ଦେଖିବାର କାରଣ କ'ଣ ଜାଣ? ପରମେଶ୍ବର ଦଖାଇବୋକୁ ଚାହାଁନ୍ତି ଯେ, ତାହା ଖୁବ୍ ଶିଘ୍ର ଘଟିବାକୁ ଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫାରୋ ଦୁଇଥର ସ୍ଵପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ଵରଙ୍କ ଦ୍ଵାରା ତାହା ନିଶ୍ଚିତ ହୋଇଅଛି, ପୁଣି ପରମେଶ୍ଵର ତାହା ଶୀଘ୍ର ଘଟାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଫାରୋ, ଆପଣ ଏକା ପ୍ରକାର ଦୁଇଟି ସ୍ୱପ୍ନ ଦେଖିବାର କାରଣ ହେଲା, ପରମେଶ୍ୱର ଦେଖାଇବାକୁ ଗ୍ଭହାନ୍ତି ଯେ, ତାହା ଖୁବ୍ ଶୀଘ୍ର ଘଟିବାକୁ ଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫାରୋ ଦୁଇ ଥର ସ୍ୱପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ୱରଙ୍କ ଦ୍ୱାରା ତାହା ନିଶ୍ଚିତ ହୋଇଅଛି, ପୁଣି, ପରମେଶ୍ୱର ତାହା ଶୀଘ୍ର ଘଟାଇବେ।
Odia IRV 2017 (ଓଡିଆ ବାଇବେଲ)
ଫାରୋ ଦୁଇଥର ସ୍ୱପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ୱରଙ୍କ ଦ୍ୱାରା ତାହା ନିଶ୍ଚିତ ହୋଇଅଛି, ପୁଣି, ପରମେଶ୍ୱର ତାହା ଶୀଘ୍ର ଘଟାଇବେ।