Genesis 41:33 — Compare Translations
5 translations compared side by side
Odia - 1840
"ସେଥିପାଇଁ ଫାରୋ ଏକ ବୁଦ୍ଧିମାନ, ଜ୍ଞାନୀ ଲୋକଙ୍କୁ ମିଶରର ଦାଯିତ୍ବ ଦବୋ ପାଇଁ ମନୋନୀତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ଫାରୋ ଏକ ବୁଦ୍ଧିମାନ, ଜ୍ଞାନୀ ଲୋକଙ୍କୁ ମିଶରର ଦାୟିତ୍ୱ ଦେବା ପାଇଁ ମନୋନୀତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ।