Genesis 41:34 — Compare Translations
5 translations compared side by side
Odia - 1840
"ଏହାପରେ ତୁମ୍ଭେ ଆଉ କିଛି ଲୋକଙ୍କୁ ବାଛ ଯେ କି ଲୋକମାନଙ୍କଠାରୁ ଖାଦ୍ୟ ସଂଗ୍ରହ କରନ୍ତୁ। ଏହିସବୁ ସୁର୍ଭିକ୍ଷ ସମୟରେ, ଲୋକମାନେ ତାଙ୍କ ଶଷ୍ଯର ଏକ ପଞ୍ଚମାଂଶ ଖାଦ୍ୟ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଆପଣ ଆଉ କିଛି ଲୋକଙ୍କୁ ବାଛନ୍ତୁ ଯେ କି ଲୋକମାନଙ୍କଠାରୁ ଖାଦ୍ୟ ସଂଗ୍ରହ କରିବେ। ଏହିସବୁ ସୁଭିକ୍ଷ ସମୟରେ, ଲୋକମାନେ ତାଙ୍କ ଶସ୍ୟର ଏକ ପଞ୍ଚମାଂଶ ଖାଦ୍ୟ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ।