Genesis 41:36 — Compare Translations

5 translations compared side by side

Odia - 1840
"ଦୁର୍ଭିକ୍ଷ ସାତବର୍ଷ ସମୟରେ ସମସ୍ତ ମିଶରକୁ ତୁମ୍ଭେ ଖାଦ୍ୟ ଯୋଗ ପାରିବ। ତେଣୁ ମିଶର ଦୁର୍ଭିକ୍ଷ ୟୋଗୁ ଧ୍ବଂସ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ଵାରା ଦେଶ ଉଚ୍ଛିନ୍ନ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁର୍ଭିକ୍ଷର ସାତ ବର୍ଷ ସମୟରେ ସମସ୍ତ ମିଶରକୁ ଆପଣ ଖାଦ୍ୟ ଯୋଗାଇ ପାରିବେ। ତେଣୁ ମିଶର ଦୁର୍ଭିକ୍ଷ ଯୋଗୁଁ ଧ୍ୱଂସ ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ୱାରା ଦେଶ ଉଚ୍ଛିନ୍ନ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ୱାରା ଦେଶ ଉଚ୍ଛିନ୍ନ ହେବ ନାହିଁ।