Genesis 41:37 — Compare Translations
5 translations compared side by side
Odia - 1840
"ସେତବେେଳେ ରାଜା ଫାରୋ ଏବଂ ତାଙ୍କର ଦାମମାନଙ୍କ ଦୃଷ୍ଟି ରେ ଏହା ଉତ୍ତମ ଜ୍ଞାନ ବୋଧ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଦୃଷ୍ଟିରେ ଏହି କଥା ଉତ୍ତମ ବୋଧ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ରାଜା ଫାରୋ ଏବଂ ତାଙ୍କର ଦାସମାନଙ୍କ ଦୃଷ୍ଟିରେ ଏହା ଉତ୍ତମ ଜ୍ଞାନ ବୋଧ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଦୃଷ୍ଟିରେ ଏହି କଥା ଉତ୍ତମ ବୋଧ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଦୃଷ୍ଟିରେ ଏହି କଥା ଉତ୍ତମ ବୋଧ ହେଲା।