Genesis 41:38 — Compare Translations
5 translations compared side by side
Odia - 1840
"ସେତବେେଳେ ଫାରୋ ସମାନଙ୍କେୁ କହିଲେ, ମୁଁ ଭାବୁଛି ଆମ୍ଭେ ଏହି କାର୍ୟ୍ଯ ପାଇଁ ଯୋଷଫଙ୍କେଠାରୁ ଆଉ ଉତ୍ତମ ଲୋକ ପାଇପାରିବା ନାହିଁ। ପରମେଶ୍ବରଙ୍କ ଆତ୍ମା ତା' ମଧିଅରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ଵରଙ୍କ ଆତ୍ମା ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଫାରୋ ସେମାନଙ୍କୁ କହିଲେ, “ମୁଁ ଭାବୁଛି ଆମ୍ଭେ ଏହି କାର୍ଯ୍ୟ ପାଇଁ ଯୋଷେଫଙ୍କଠାରୁ ଆଉ ଉତ୍ତମ ଲୋକ ପାଇପାରିବା ନାହିଁ। ପରମେଶ୍ୱରଙ୍କ ଆତ୍ମା ତା’ ମଧ୍ୟରେ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”