Genesis 41:39 — Compare Translations
5 translations compared side by side
Odia - 1840
"ତେଣୁ ଫାରୋ ଯୋଷଫଙ୍କେୁ କହିଲେ, ପରମେଶ୍ବର ତୁମ୍ଭକୁ ଏହି ସବୁ ଦଖାଇେ ଥିବାରୁ ତୁମ୍ଭେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ଜ୍ଞାନୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, ପରମେଶ୍ଵର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏହିସବୁ ଦେଖାଇ ଥିବାରୁ ତୁମ୍ଭେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ଜ୍ଞାନୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ;